ଧର୍ମର ହେବ ଜୟ
ଦେଖଣା
(Dharmara Heba Jayରୁ ଲେଉଟି ଆସିଛି)
ଧର୍ମର ହେବ ଜୟ | |
---|---|
ନିର୍ଦ୍ଦେଶକ | ସଞ୍ଜୟ ନାୟକ |
ପ୍ରଯୋଜକ | ସଞ୍ଜୟ ନାୟକ ସୀତାରାମ ପଟ୍ଟନାୟକ |
ସଂଳାପ | ସୁବୋଧ ପଟ୍ଟନାୟକ |
ଚିତ୍ରନାଟ୍ୟ | ସଞ୍ଜୟ ନାୟକ |
କାହାଣୀ | ସଞ୍ଜୟ ନାୟକ |
କଳାକାର | ସିଦ୍ଧାନ୍ତ ମହାପାତ୍ର ବିଜୟ ମହାନ୍ତି କାଜଲ ମିଶ୍ର ଜୟୀରାମ ସାମଲ କୁନା ତ୍ରିପାଠୀ |
ସଙ୍ଗୀତ | ମଳୟ ମିଶ୍ର |
ଚିତ୍ରଗ୍ରହଣ | ରଞ୍ଜନ |
ସମ୍ପାଦକ | ବିଜୟ ମିଶ୍ର |
ମୁକ୍ତିଲାଭ ତାରିଖ | ୨୦୦୫ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଧର୍ମର ହେବ ଜୟ, ୨୦୦୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସଞ୍ଜୟ ନାୟକ ଓ ସୀତାରାମ ପଟ୍ଟନାୟକ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]
ସିଦ୍ଧାନ୍ତ ମହାପାତ୍ର, ଉଷସୀ ମିଶ୍ର, ବିଜୟ ମହାନ୍ତି, ଅନିତା ଦାସ, କାଜଲ ମିଶ୍ର, ଅକ୍ଷୟ ବସ୍ତିଆ, କୁନା ତ୍ରିପାଠୀ, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ସିଦ୍ଧାନ୍ତ ମହାପାତ୍ର[୨]
- ବିଜୟ ମହାନ୍ତି
- କାଜଲ ମିଶ୍ର
- ଅନିତା ଦାସ
- ଅକ୍ଷୟ ବସ୍ତିଆ
- ଉଷସୀ ମିଶ୍ର[୩]
- ଜୟୀରାମ ସାମଲ
- କୁନା ତ୍ରିପାଠୀ
ଗୀତ ଓ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।[୧] ବସନ୍ତରାଜ ସାମଲ, ଶୀର୍ଷାନନ୍ଦ ଦାସ କାନୁନ୍ଗୋ, ଅରୁଣ ମନ୍ତ୍ରୀ ଆଦି ଗୀତିକାରମାନେ ଏହି କଥାଚିତ୍ରଟିରେ ଗୀତ ରଚନା କରିଥିଲେ । କୁମାର ବାପି, ଶୈଳଭାମା ମହାପାତ୍ର, ଇରା ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "ପୁଣି ଯୋଡି ହେଲେ ଓଲିଉଡର ଏହି ଦୁଇ ସେଲିବ୍ରିଟି | Sambad". Sambad. 7 September 2018. Archived from the original on 22 October 2021. Retrieved 7 September 2018.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "ଏହି ଓଲିଉଡ ନାୟିକାମାନଙ୍କର ପରଦା ଉପରେ କେହି ନାୟକ ନ ଥିଲେ". OdishaLIVE. 11 July 2018. Archived from the original on 13 August 2020. Retrieved 1 September 2018.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ଧର୍ମର ହେବ ଜୟ