ଦିବ୍ୟଶଙ୍କର ମିଶ୍ର
Appearance
(Dibya Shankar Mishraରୁ ଲେଉଟି ଆସିଛି)
ଦିବ୍ୟଶଙ୍କର ମିଶ୍ର | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଗୋବର୍ଦ୍ଧନ ଦାଶ |
ନିର୍ବାଚନ ମଣ୍ଡଳୀ | ଜୁନାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁଲାଇ ୧୯୬୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ |
ପ୍ରିୟଙ୍କା ଅଗସ୍ତି (m. ୨୦୨୩) |
ବାପା/ବୋଉ | ବିଭୂତି ଭୂଷଣ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦିବ୍ୟଶଙ୍କର ମିଶ୍ର (ଜନ୍ମ: ୧୫ ଜୁଲାଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୁନାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦିବ୍ୟଶଙ୍କର ମିଶ୍ର ୧୯୬୮ ମସିହାର ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଭୂତି ଭୂଷଣ ମିଶ୍ର ।[୧] ଫେବୃଆରୀ ୨୦୨୩ରେ ସେ ପ୍ରିୟଙ୍କା ଅଗସ୍ତିଙ୍କୁ ବିବାହ କରିଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଦିବ୍ୟଶଙ୍କର ମିଶ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରୁ ସେ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Dibya Shankar Mishra". odishaassembly.nic.in. Odisha Assembly. Retrieved 9 June 2021.
- ↑ Samantaray, Tusar (26 February 2023). "ବିବାହ ବନ୍ଧନରେ ବାନ୍ଧିହେଲେ ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର । ପ୍ରିୟଙ୍କା ଅଗସ୍ତିଙ୍କୁ କଲେ ଦ୍ୱିତୀୟ ବିବାହ ।". Kanak News. Archived from the original on 27 February 2023. Retrieved 27 February 2023.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Dibya Sankar Mishra-ସମ୍ପର୍କିତ ମିଡ଼ିଆ