ଦୋଳଗୋବିନ୍ଦ ନାୟକ

ଉଇକିପିଡ଼ିଆ‌ରୁ
(Dolagobinda Nayakରୁ ଲେଉଟି ଆସିଛି)
ଦୋଳଗୋବିନ୍ଦ ନାୟକ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀଶରତ କୁମାର ଦେବ
ପର ଅଧିକାରୀସୁଶ୍ରୀ ଦେବୀ
ନିର୍ବାଚନ ମଣ୍ଡଳୀଆଳି
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀସୁଶ୍ରୀ ଦେବୀ
ପର ଅଧିକାରୀପ୍ରତାପ କେଶରୀ ଦେବ
ନିର୍ବାଚନ ମଣ୍ଡଳୀଆଳି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-09-08)ସେପ୍ଟେମ୍ବର ୮, ୧୯୪୭
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀନିହାରବାଳା ନାୟକ
ବାପା/ବୋଉକେଶବାନନ୍ଦ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଦୋଳଗୋବିନ୍ଦ ନାୟକ (ଜନ୍ମ: ୮ ସେପ୍ଟେମ୍ବର ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଦୋଳଗୋବିନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦୋଳଗୋବିନ୍ଦ ନାୟକ ୧୯୪୭ ମସିହାର ସେପ୍ଟେମ୍ବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କେଶବାନନ୍ଦ ନାୟକ ଏବଂ ପତ୍ନୀଙ୍କ ନାମ ନିହାରବାଳା ନାୟକ ।[୧] ଦୋଳଗୋବିନ୍ଦଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦୋଳଗୋବିନ୍ଦ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Dolagobinda Nayak". odishaassembly.nic.in. Odisha Assembly. Retrieved 2 April 2020.