ଦୁବର ପୋଡ୍ରା
ଦେଖଣା
(Dubura Podraରୁ ଲେଉଟି ଆସିଛି)
ଦୁବର ପୋଡ୍ରା | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ଲୋକନାଥ ପାତ୍ର |
ପର ଅଧିକାରୀ | ନରେଶ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ବାଲିଗୁଡ଼ା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୮ ଜାନୁଆରୀ ୧୯୮୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ସୁନନ୍ଦା ପୋଡ୍ରା |
ବାପା/ବୋଉ | ମସୁରା ପୋଡ୍ରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦୁବର ପୋଡ୍ରା (ମୃତ୍ୟ: ୨୮ ଜାନୁଆରୀ ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦୁବର ପୋଡ୍ରାଙ୍କ ବାପାଙ୍କ ନାମ ମସୁରା ପୋଡ୍ରା ଏବଂ ପତ୍ନୀଙ୍କ ନାମ ସୁନନ୍ଦା ପୋଡ୍ରା ଓ ଜମ୍ବୁ ପୋଡ୍ରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦୁବର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଦୁବର ୧୯୮୪ ମସିହାର ଜାନୁଆରୀ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Dubura Podra". odishaassembly.nic.in. Odisha Assembly. Retrieved 10 April 2021.