ଦୁର୍ଯ୍ୟୋଧନ ମାଝି

ଉଇକିପିଡ଼ିଆ‌ରୁ
(Duryodhan Majhiରୁ ଲେଉଟି ଆସିଛି)
ଦୁର୍ଯ୍ୟୋଧନ ମାଝି
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀହିତେଶ କୁମାର ବଗର୍ତ୍ତି
ପର ଅଧିକାରୀଅଧିରାଜ ମୋହନ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀଖଡ଼ିଆଳ
ବିଧାୟକ: ୧୦ମ, ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୯
ପୂର୍ବ ଅଧିକାରୀଅନୁପ ସିଂହ ଦେଓ
ପର ଅଧିକାରୀହିତେଶ କୁମାର ବଗର୍ତ୍ତି
ନିର୍ବାଚନ ମଣ୍ଡଳୀଖଡ଼ିଆଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-04-14)୧୪ ଅପ୍ରେଲ ୧୯୩୮
ମୃତ୍ୟୁ୧୧ ଜାନୁଆରୀ ୨୦୨୨(2022-01-11) (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ, ବିଜୁ ଜନତା ଦଳ
ଜୀବନ ସାଥୀଗଣେଶ ଦେବୀ
ବାପା/ବୋଉଦେବ ସିଂହ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଦୁର୍ଯ୍ୟୋଧନ ମାଝି (୧୪ ଅପ୍ରେଲ ୧୯୩୮– ୧୨ ଜାନୁଆରୀ ୨୦୨୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ପାଞ୍ଚ ଥର ଓଡ଼ିଶା ବିଧାନ ସଭାକୁ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜୀବନୀ[ସମ୍ପାଦନା]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦୁର୍ଯ୍ୟୋଧନ ମାଝି ୧୯୩୮ ମସିହାର ଅପ୍ରେଲ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦେବ ସିଂହ ମାଝି ଓ ପତ୍ନୀଙ୍କ ନାମ ଗଣେଶ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦୁର୍ଯ୍ୟୋଧନ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି, ପୂର୍ବରୁ ସେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଜନତା ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଖଡ଼ିଆଳ ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଖଡ଼ିଆଳ ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଭାରତୀୟ ଜନତା ପାର୍ଟି

ମୃତ୍ୟୁ[ସମ୍ପାଦନା]

ଦୁର୍ଯ୍ୟୋଧନ ୨୦୨୨ ମସିହାର ଜାନୁଆରୀ ୧୧ ତାରିଖରେ (ସୋମବାର ବିଳମ୍ବିତ ରାତି ପ୍ରାୟ ୩ଟା) ଭୁବନେଶ୍ୱରସ୍ଥ କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Duryodhan Majhi". odishaassembly.nic.in. Odisha Assembly. Retrieved 19 June 2021.
  2. "ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝିଙ୍କ ପରଲୋକ". ଧରିତ୍ରୀ. p. ୧୦. Retrieved 12 January 2022.