ଫକୀର ଚରଣ ଦାସ
ଦେଖଣା
(Fakir Charan Dasରୁ ଲେଉଟି ଆସିଛି)
ଫକୀର ଚରଣ ଦାସ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ହରିହର ବାହିନୀପତି |
ନିର୍ବାଚନ ମଣ୍ଡଳୀ | ପୁରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ଜୁନ ୧୯୨୨ |
ମୃତ୍ୟୁ | ୧୯ ମଇ ୨୦୦୦ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ପ୍ରଜା ସମାଜବାଦୀ ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ଫକୀର ଚରଣ ଦାସ (୨୨ ଜୁନ ୧୯୨୨ - ୧୯ ମଇ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଫକୀର ଚରଣ ଦାସ ୧୯୨୨ ମସିହାର ଜୁନ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଫକୀର ଓଡ଼ିଶା ରାଜନୀତିରେ ପ୍ରଜା ସମାଜବାଦୀ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଫକୀର ୨୦୦୦ ମସିହାର ମଇ ୧୯ ତାରିଖରେ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Fakir Charan Das". odishaassembly.nic.in. Odisha Assembly. Retrieved 6 March 2021.