ଗଙ୍ଗାଧର ପ୍ରଧାନ (ରାଜନେତା)
ଗଙ୍ଗାଧର ପ୍ରଧାନ | |
---|---|
ବିଧାୟକ: ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୭୩ | |
ପର ଅଧିକାରୀ | ପ୍ରେମାନନ୍ଦ କାଲୋ |
ନିର୍ବାଚନ ମଣ୍ଡଳୀ | ତଳସରା |
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | କୃପାନିଧି ନାଏକ, ହରିହର ପଟେଲ |
ପର ଅଧିକାରୀ | ହରିହର ପଟେଲ |
ନିର୍ବାଚନ ମଣ୍ଡଳୀ | ସୁନ୍ଦରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁନ ୧୯୨୯ |
ମୃତ୍ୟୁ | ୧୬ ମଇ ୨୦୧୯ | (ବୟସ ୮୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଲାବଣ୍ୟପ୍ରଭା ପ୍ରଧାନ |
ବାପା/ବୋଉ | ମଙ୍ଗର ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗଙ୍ଗାଧର ପ୍ରଧାନ (୧ ଜୁନ ୧୯୨୯ - ୧୬ ମଇ ୨୦୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ଓ ତଳସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗଙ୍ଗାଧର ପ୍ରଧାନ ୧୯୫୦ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଙ୍ଗର ପ୍ରଧାନ ଓ ପତ୍ନୀଙ୍କ ନାମ ଲାବଣ୍ୟପ୍ରଭା ପ୍ରଧାନ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଗଙ୍ଗାଧର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଗଣତନ୍ତ୍ର ପରିଷଦରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ସେ ୧୯୬୭ ମସିହାରୁ ୧୯୬୩ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ସୁନ୍ଦରଗଡ଼ | ଗଣତନ୍ତ୍ର ପରିଷଦ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ତଳସରା | ସ୍ୱତନ୍ତ୍ର ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ତଳସରା | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ତଳସରା | ସ୍ୱତନ୍ତ୍ର ପାର୍ଟି |
ମୃତ୍ୟୁ
[ସମ୍ପାଦନା]ଗଙ୍ଗାଧର ୨୦୧୯ ମସିହାର ମଇ ମାସ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । [୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Former Odisha MLA Gangadhar Pradhan passes away". Sambad English (in English). Rourkela: sambadenglish.com. 16 May 2019. Archived from the original on 9 October 2020. Retrieved 9 October 2020.
{{cite news}}
: CS1 maint: unrecognized language (link) - ↑ ୨.୦ ୨.୧ "Shri Gangadhar Pradhan". odishaassembly.nic.in. Odisha Assembly. Retrieved 8 October 2020.