ଗୋବିନ୍ଦ ଚନ୍ଦ୍ର ସେଠୀ

ଉଇକିପିଡ଼ିଆ‌ରୁ
(Gobinda Chandra Sethiରୁ ଲେଉଟି ଆସିଛି)
ଗୋବିନ୍ଦ ଚନ୍ଦ୍ର ସେଠୀ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀନୀଳମଣି ସିଂହ
ପର ଅଧିକାରୀରବୀନ୍ଦ୍ର କୁମାର ସେଠୀ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୪
ପୂର୍ବ ଅଧିକାରୀନୀଳମଣି ସିଂହ
ପର ଅଧିକାରୀନୀଳମଣି ସିଂହ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀନୀଳମଣି ସିଂହ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀକାକଟପୁର-ନିମାପଡ଼ା (ଯୁଗ୍ମ)
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-06-24)୨୪ ଜୁନ ୧୯୨୪
ମୃତ୍ୟୁ୩୦ ମଇ ୧୯୯୦(1990-05-30) (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି, ଉତ୍କଳ କଂଗ୍ରେସ
ଜୀବନ ସାଥୀସୁଲୋଚନା ଦେଇ
ବୃତ୍ତିରାଜନୀତିଜ୍ଞ

ଗୋବିନ୍ଦ ଚନ୍ଦ୍ର ସେଠୀ (୨୪ ଜୁନ ୧୯୨୪ - ୩୦ ମଇ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୬୧, ୧୯୭୧ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର-ନିମାପଡ଼ା ଯୁଗ୍ମ ଓ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୩ୟ, ୫ମ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୋବିନ୍ଦ ଚନ୍ଦ୍ର ସେଠୀ ୧୯୨୪ ମସିହାର ଜୁନ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସୁଲୋଚନା ଦେଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋବିନ୍ଦ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ସେ ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଥିଲେ । ୧୯୭୨ ମସିହାରୁ ୧୯୭୩ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା କାକଟପୁର-ନିମାପଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ନିମାପଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ନିମାପଡ଼ା ଉତ୍କଳ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ନିମାପଡ଼ା ଜନତା ପାର୍ଟି

ମୃତ୍ୟୁ[ସମ୍ପାଦନା]

ଗୋବିନ୍ଦ ୧୯୯୦ ମସିହାର ମଇ ୩୦ ତାରିଖରେ ୬୫ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Gobinda Chandra Sethi". odishaassembly.nic.in. Odisha Assembly. Retrieved 22 March 2021.