Jump to content

ଗୋବିନ୍ଦ ପ୍ରସାଦ ସିଂହ

ଉଇକିପିଡ଼ିଆ‌ରୁ
(Gobinda Prasad Singhରୁ ଲେଉଟି ଆସିଛି)
ଗୋବିନ୍ଦ ପ୍ରସାଦ ସିଂହ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର କେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଗୋବିନ୍ଦ ପ୍ରସାଦ ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ଗୋବିନ୍ଦ ପ୍ରସାଦ ସିଂହ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[][]

  1. ୧.୦ ୧.୧ "Shri Gobinda Prasad Singh". odishaassembly.nic.in. Odisha Assembly. Retrieved 7 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)