ଗୁରୁପଦ ନନ୍ଦ
ଦେଖଣା
(Gurupada Nandaରୁ ଲେଉଟି ଆସିଛି)
ଗୁରୁପଦ ନନ୍ଦ | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ବ୍ରଜକିଶୋର ମହାନ୍ତି |
ପର ଅଧିକାରୀ | ଦିଲ୍ଲୀପ କୁମାର ରାୟ |
ନିର୍ବାଚନ ମଣ୍ଡଳୀ | ରାଉରକେଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ଅପ୍ରେଲ ୧୯୪୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସନ୍ଧ୍ୟା ଆରତୀ ନନ୍ଦ |
ବାପା/ବୋଉ | ଦିବାକର ନନ୍ଦ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗୁରୁପଦ ନନ୍ଦ (ଜନ୍ମ: ୮ ଅପ୍ରେଲ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗୁରୁପଦ ନନ୍ଦ ୧୯୪୬ ମସିହାର ଅପ୍ରେଲ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିବାକର ନନ୍ଦ ଏବଂ ମାଆଙ୍କ ନାମ ସନ୍ଧ୍ୟା ଆରତୀ ନନ୍ଦ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗୁରୁପଦ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Gurupada Nanda". odishaassembly.nic.in. Odisha Assembly. Retrieved 23 November 2020.