ହଳଧର କାର୍ଜୀ

ଉଇକିପିଡ଼ିଆ‌ରୁ
(Haladhar Karjeeରୁ ଲେଉଟି ଆସିଛି)
ହଳଧର କାର୍ଜୀ
ବିଧାୟକ: ୯ମ, ୧୦ମ, ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୨୦୦୪
ନିର୍ବାଚନ ମଣ୍ଡଳୀରାମଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1941-01-11) ୧୧ ଜାନୁଆରୀ ୧୯୪୧ (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମଞ୍ଜୁଳା ଦେବୀ
ବାପା/ବୋଉସୌରୀ କାର୍ଜୀ (ବାପା)
ବୃତ୍ତିରାଜନୀତିଜ୍ଞ

ହଳଧର କାର୍ଜୀ (ଜନ୍ମ: ୧୧ ଜାନୁଆରୀ ୧୯୪୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୮୫, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୦ମ, ୧୧ଶ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହଳଧର କାର୍ଜୀ ୧୯୪୧ ମସିହାର ଜାନୁଆରୀ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୌରୀ କାର୍ଜୀ ଓ ପତ୍ନୀଙ୍କ ନାମ ମଞ୍ଜୁଳା ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହଳଧର କାର୍ଜୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଛନ୍ତି । ୧୯୯୬ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ରାମଗିରି ଭାରତୀୟ ଜାତୀୟ କଂଗ୍ରେସ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ରାମଗିରି ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ରାମଗିରି ଭାରତୀୟ ଜାତୀୟ କଂଗ୍ରେସ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ରାମଗିରି ଭାରତୀୟ ଜାତୀୟ କଂଗ୍ରେସ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Haladhar Karjee". odishaassembly.nic.in. Odisha Assembly. Retrieved 15 August 2022.