ହରଦେବ ତିରିୟା

ଉଇକିପିଡ଼ିଆ‌ରୁ
(Haradeb Triyaରୁ ଲେଉଟି ଆସିଛି)
ହରଦେବ ତିରିୟା
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀଚନ୍ଦ୍ର ମୋହନ ସିଂହ
ନିର୍ବାଚନ ମଣ୍ଡଳୀରାଇରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1912-01-04)ଜାନୁଆରୀ ୪, ୧୯୧୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଲଛମଣି ତିରିୟା
ବାପା/ବୋଉଚନ୍ଦ୍ରମୋହନ ତିରିୟା (ବାପା)
ବୃତ୍ତିରାଜନୀତିଜ୍ଞ

ହରଦେବ ତିରିୟା (ଜନ୍ମ: ୧ ଅପ୍ରେଲ ୧୯୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ହରଦେବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହରଦେବ ତିରିୟା ୧୯୧୨ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚନ୍ଦ୍ରମୋହନ ତିରିୟା ଏବଂ ପତ୍ନୀଙ୍କ ନାମ ଲଛମଣି ତିରିୟା ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହରଦେବ ତିରିୟା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Haradeb Triya". odishaassembly.nic.in. Odisha Assembly. Retrieved 17 October 2019.