ହରିହର ଦାସ (୧୯୧୩ ଜନ୍ମ)
ଦେଖଣା
(Harihar Das (1913 born)ରୁ ଲେଉଟି ଆସିଛି)
ହରିହର ଦାସ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ତ୍ରିପାଠୀ |
ପର ଅଧିକାରୀ | ହରିହର ସ୍ୱାଇଁ |
ନିର୍ବାଚନ ମଣ୍ଡଳୀ | ଆସିକା |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ତ୍ରିପାଠୀ |
ପର ଅଧିକାରୀ | ଲୋକନାଥ ମିଶ୍ର |
ନିର୍ବାଚନ ମଣ୍ଡଳୀ | ଆସିକା |
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୬୧ | |
ପର ଅଧିକାରୀ | ଲୋକନାଥ ମିଶ୍ର |
ନିର୍ବାଚନ ମଣ୍ଡଳୀ | ଆସିକା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜାନୁଆରୀ ୧୯୧୩ |
ମୃତ୍ୟୁ | ୨ ମଇ ୧୯୯୪ | (ବୟସ ୮୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ଶକୁନ୍ତଳା ଦାସ |
ବାପା/ବୋଉ | ନୀଳକଣ୍ଠ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରିହର ଦାସ (୧୫ ଜାନୁଆରୀ ୧୯୧୩ - ୨ ମଇ ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭, ୧୯୬୭ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୪ର୍ଥ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ହରିହର ୧୯୧୩ ମସିହାର ଜାନୁଆରୀ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳକଣ୍ଠ ଦାସ ଓ ପତ୍ନୀଙ୍କ ନାମ ଶକୁନ୍ତଳା ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରିହର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୨ | ୧୯୫୭ | ସଭ, ୧ମ ଓଡ଼ିଶା ବିଧାନ ସଭା | ଆସିକା | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
୧୯୫୭ | ୨୦୦୪ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ଆସିକା | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
୧୯୭୪ | ୧୯୬୭ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ଆସିକା | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
୧୯୬୭ | ୨୦୧୯ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଆସିକା | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ମୃତ୍ୟୁ
[ସମ୍ପାଦନା]ହରିହର ୧୯୯୪ ମସିହାର ମଇ ୨ ତାରିଖରେ ୮୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harihar Das". odishaassembly.nic.in. Odisha Assembly. Retrieved 24 December 2020.