ହରିହର ଦାସ (୧୯୨୨ ଜନ୍ମ)
ଦେଖଣା
(Harihar Das (1922 birth)ରୁ ଲେଉଟି ଆସିଛି)
ହରିହର ଦାସ | |
---|---|
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା(ଉପ) | |
କାର୍ଯ୍ୟକାଳ ୧୯୫୨ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | ପୁରୁଷୋତ୍ତମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୨୨ |
ମୃତ୍ୟୁ | ୧୧ ଅଗଷ୍ଟ ୧୯୯୯ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ବିଶ୍ୱନାଥ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରିହର ଦାସ (୧ ଜାନୁଆରୀ ୧୯୨୨ - ୧୧ ଅଗଷ୍ଟ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୁଷୋତ୍ତମପୁର ଓ ପଶ୍ଚିମ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ହରିହର ଦାସ ୧୯୨୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶ୍ୱନାଥ ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରିହର ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ହରିହର ଦାସ ୧୯୯୯ ମସିହାର ଅଗଷ୍ଟ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harihar Das". odishaassembly.nic.in. Odisha Assembly. Retrieved 14 January 2023.