ଯାଦବ ମାଝି
ଦେଖଣା
(Jadab Majhiରୁ ଲେଉଟି ଆସିଛି)
ଯାଦବ ମାଝି | |
---|---|
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୩ ଅପ୍ରେଲ ୧୯୯୯ | |
ପୂର୍ବ ଅଧିକାରୀ | ଡମ୍ବରୁ ମାଝି |
ପର ଅଧିକାରୀ | ଭୁଜବଳ ମାଝି |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜୁଲାଇ ୧୯୫୦ |
ମୃତ୍ୟୁ | ୩ ଅପ୍ରେଲ ୧୯୯୯ | (ବୟସ ୪୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ବାଳମତି ମାଝି |
ସନ୍ତାନ | ୫ |
ବାପା/ବୋଉ | ସଦନ ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଯାଦବ ମାଝି (୫ ଜୁଲାଇ ୧୯୫୦ - ୩ ଅପ୍ରେଲ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୬ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଯାଦବ ମାଝି ୧୯୫୦ ମସିହାର ଜୁଲାଇ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦନ ମାଝି ଓ ପତ୍ନୀଙ୍କ ନାମ ବାଳମତି ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଯାଦବ ମାଝି ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୯୦ ମସିହାରୁ ୧୯୯୫ ଯାଏଁ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଯାଦବ ମାଝି ୧୯୯୯ ମସିହାର ଅପ୍ରେଲ ୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୪୮ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Jadav Majhi". odishaassembly.nic.in. Odisha Assembly. Retrieved 8 April 2022.