ଯାଦବ ପାଦ୍ର
Appearance
(Jadab Padraରୁ ଲେଉଟି ଆସିଛି)
ଯାଦବ ପାଦ୍ର | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଲୋକନାଥ ପାତ୍ର |
ନିର୍ବାଚନ ମଣ୍ଡଳୀ | ବାଲିଗୁଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୧୫ |
ମୃତ୍ୟୁ | ୮ ଅଗଷ୍ଟ ୧୯୯୮ | (ବୟସ ୮୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଯାଦବ ପାଦ୍ର (୧ ଜୁଲାଇ ୧୯୧୫ - ୮ ଅଗଷ୍ଟ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଯାଦବ ପାଦ୍ର ୧୯୧୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଯାଦବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଯାଦବ ପାଦ୍ର ୧୯୯୮ ମସିହାର ଅଗଷ୍ଟ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Jadab Padra". odishaassembly.nic.in. Odisha Assembly. Retrieved 12 April 2021.