ଜଗମୋହନ ନାୟକ

ଉଇକିପିଡ଼ିଆ‌ରୁ
(Jagamohan Nayakରୁ ଲେଉଟି ଆସିଛି)
ଜଗମୋହନ ନାୟକ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଦୟାନିଧି ନାଏକ
ପର ଅଧିକାରୀଦୟାନିଧି ନାଏକ
ନିର୍ବାଚନ ମଣ୍ଡଳୀଭବାନୀପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1942-05-25)୨୫ ମଇ ୧୯୪୨
ମୃତ୍ୟୁ୧ ନଭେମ୍ବର ୨୦୧୨(2012-11-01) (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଚନ୍ଦ୍ରପ୍ରଭା ନାୟକ
ବାପା/ବୋଉଟଙ୍କଧର ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜଗମୋହନ ନାୟକ (୨୫ ମଇ ୧୯୪୨ - ୧ ନଭେମ୍ବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜଗମୋହନ ନାୟକ ୧୯୪୨ ମସିହାର ମଇ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଟଙ୍କଧର ନାୟକ ଓ ପତ୍ନୀଙ୍କ ନାମ ଚନ୍ଦ୍ରପ୍ରଭା ନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜଗମୋହନ ନାୟକ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଜଗମୋହନ ୨୦୧୨ ମସିହାର ନଭେମ୍ବର ୧ ତାରିଖରେ ୭୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Jagamohan Nayak". odishaassembly.nic.in. Odisha Assembly. Retrieved 13 May 2021.