ଜଗନ୍ନାଥ ମିଶ୍ର
Appearance
(Jagannath Mishraରୁ ଲେଉଟି ଆସିଛି)
ଜଗନ୍ନାଥ ମିଶ୍ର | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନାଲା କୁର୍ମୁ ନାୟକଲୁ ଦୋରା |
ନିର୍ବାଚନ ମଣ୍ଡଳୀ | ପାରଳାଖେମୁଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୯୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ଜଗନ୍ନାଥ ମିଶ୍ର (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜଗନ୍ନାଥ ମିଶ୍ର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଜଗନ୍ନାଥ ମିଶ୍ର ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ । ୧୨ ଫେବୃଆରୀ ୧୯୯୨ରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Jagannath Mishra". odishaassembly.nic.in. Odisha Assembly. Retrieved 21 June 2022.