ଜଗନ୍ନାଥ ତ୍ରିପାଠୀ

ଉଇକିପିଡ଼ିଆ‌ରୁ
(Jagannath Tripathyରୁ ଲେଉଟି ଆସିଛି)
ଜଗନ୍ନାଥ ତ୍ରିପାଠୀ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀଡମ୍ବରୁ ମାଝି
ନିର୍ବାଚନ ମଣ୍ଡଳୀଡାବୁଗାଁ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀନବରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-06-14)୧୪ ଜୁନ ୧୯୨୨
ମୃତ୍ୟୁ୨୩ ଅଗଷ୍ଟ ୨୦୦୭(2007-08-23) (ବୟସ ୮୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୂର୍ଯ୍ୟମଣି ଦେବୀ
ସନ୍ତାନ
ବାପା/ବୋଉରାମନାଥ ତ୍ରିପାଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜଗନ୍ନାଥ ତ୍ରିପାଠୀ (୧୪ ଜୁନ ୧୯୨୨ - ୨୩ ଅଗଷ୍ଟ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ନବରଙ୍ଗପୁର ଉପ-ନିର୍ବାଚନ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜଗନ୍ନାଥ ତ୍ରିପାଠୀ ୧୯୨୨ ମସିହାର ଜୁନ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମନାଥ ତ୍ରିପାଠୀ ଓ ପତ୍ନୀଙ୍କ ନାମ ସୂର୍ଯ୍ୟମଣି ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଜଗନ୍ନାଥ ତ୍ରିପାଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଜଗନ୍ନାଥ ତ୍ରିପାଠୀ ୨୦୦୭ ମସିହାର ଅଗଷ୍ଟ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Jagannath Tripathy". odishaassembly.nic.in. Odisha Assembly. Retrieved 9 April 2022.