ଜନାର୍ଦନ ମାଝି
Appearance
(Janardan Majhiରୁ ଲେଉଟି ଆସିଛି)
ଜନାର୍ଦନ ମାଝି | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ନିର୍ବାଚନ ମଣ୍ଡଳୀ | ଧର୍ମଗଡ଼ |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ପ୍ରତାପ କେଶରୀ ଦେଓ, କରୁଣାକର ଭୋଇ |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୬ ସେପ୍ଟେମ୍ବର ୧୯୮୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଜମୁନା ଦେଇ ତୁଳସା ଦେଓ |
ବାପା/ବୋଉ | ଝାଟି ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନାର୍ଦନ ମାଝି (ମୃତ୍ୟୁ: ୬ ସେପ୍ଟେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ଓ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଜନାର୍ଦନ ମାଝିଙ୍କ ବାପାଙ୍କ ନାମ ଝାଟି ମାଝି ଓ ପତ୍ନୀଙ୍କ ନାମ ଜମୁନା ଦେଇ ଓ ତୁଳସା ଦେଓ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜନାର୍ଦନ ମାଝି ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଜନାର୍ଦନ ମାଝି ୧୯୮୩ ମସିହାର ସେପ୍ଟେମ୍ବର ୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Janardan Majhi". odishaassembly.nic.in. Odisha Assembly. Retrieved 21 May 2021.