ଝସକେତନ ସାହୁ

ଉଇକିପିଡ଼ିଆ‌ରୁ
(Jhasketan Sahuରୁ ଲେଉଟି ଆସିଛି)
ଝସକେତନ ସାହୁ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଶ୍ରୀବଲ୍ଲଭ ପାଣିଗ୍ରାହୀ
ପର ଅଧିକାରୀଅଶ୍ୱିନୀ କୁମାର ଗୁରୁ
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀମୂରାରୀ ପ୍ରସାଦ ମିଶ୍ର
ପର ଅଧିକାରୀଶୈରିନ୍ଦ୍ରୀ ନାୟକ
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1931-07-06)୬ ଜୁଲାଇ ୧୯୩୧
ମୃତ୍ୟୁ୨ ମଇ ୧୯୮୨(1982-05-02) (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ (ଆର୍)
ଜୀବନ ସାଥୀଦୁତିକା ସାହୁ
ବାପା/ବୋଉମନ ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଝସକେତନ ସାହୁ (୬ ଜୁଲାଇ ୧୯୩୧ - ୨ ମଇ ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ପାର୍ଟିଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା ଓ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଝସକେତନ ୧୯୩୧ ମସିହାର ଜୁଲାଇ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମନ ସାହୁ ଓ ପତ୍ନୀଙ୍କ ନାମ ଦୁତିକା ସାହୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଏମ୍.ବି.ବି.ଏସ୍. ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଝସକେତନ ଓଡ଼ିଶା ରାଜନୀତିରେ ଜନତା ପାର୍ଟିଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ ସେ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ଝସକେତନ ସାହୁ ୧୯୮୨ ମସିହାର ମଇ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Jhasketan Sahu". odishaassembly.nic.in. Odisha Assembly. Retrieved 2 September 2020.