ଯୋଗେନ୍ଦ୍ର ବେହେରା
ଦେଖଣା
(Jogendra Beheraରୁ ଲେଉଟି ଆସିଛି)
ଯୋଗେନ୍ଦ୍ର ବେହେରା | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ରମାକାନ୍ତ ସେଠ |
ପର ଅଧିକାରୀ | ମୁକେଶ ମହାଲିଙ୍ଗ |
ନିର୍ବାଚନ ମଣ୍ଡଳୀ | ଲୋଇସିଂହା |
ବିଧାୟକ: ୧୦ମ, ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୨୦୦୯ | |
ପୂର୍ବ ଅଧିକାରୀ | ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ |
ପର ଅଧିକାରୀ | ସୁରେନ୍ଦ୍ର ସିଂହ ଭୋଇ |
ନିର୍ବାଚନ ମଣ୍ଡଳୀ | ଟିଟଲାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୩ ମାର୍ଚ୍ଚ ୧୯୪୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଶୋଭାଗିନୀ ବେହେରା |
ବାପା/ବୋଉ | ସୋମନାଥ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଯୋଗେନ୍ଦ୍ର ବେହେରା (ଜନ୍ମ: ୧୩ ମାର୍ଚ୍ଚ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟଲାଗଡ଼ ଓ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଯୋଗେନ୍ଦ୍ର ବେହେରା ୧୯୪୨ ମସିହାର ମାର୍ଚ୍ଚ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୋମନାଥ ବେହେରା ଏବଂ ପତ୍ନୀଙ୍କ ନାମ ଶୋଭାଗିନୀ ବେହେରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଯୋଗେନ୍ଦ୍ର ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୨୦୧୪ରୁ ୨୦୧୭ ଯାଏଁ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ଟିଟଲାଗଡ଼ | ଜନତା ଦଳ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ଟିଟଲାଗଡ଼ | ଜନତା ଦଳ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଟିଟଲାଗଡ଼ | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଲୋଇସିଂହା | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଲୋଇସିଂହା | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Jogendra Behera". odishaassembly.nic.in. Odisha Assembly. Retrieved 28 August 2021.