ଜ୍ୟୋତିମଞ୍ଜରୀ ଦେବୀ

ଉଇକିପିଡ଼ିଆ‌ରୁ
(Jyotimanjari Debiରୁ ଲେଉଟି ଆସିଛି)
ଜ୍ୟୋତିମଞ୍ଜରୀ ଦେବୀ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀଜୟଦେବ ଠାକୁର
ନିର୍ବାଚନ ମଣ୍ଡଳୀଦେବଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-01-01)୧ ଜାନୁଆରୀ ୧୯୨୦
ମୃତ୍ୟୁ୩୦ ଜାନୁଆରୀ ୧୯୮୬(1986-01-30) (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀଭାନୁଗଙ୍ଗ ତ୍ରିଭୂବନ ଦେବ
ବାପା/ବୋଉବ୍ରଜ ମୋହନ ଦେବ (ବାପା)
ବୃତ୍ତିରାଜନୀତିଜ୍ଞ

ଜ୍ୟୋତିମଞ୍ଜରୀ ଦେବୀ (୧ ଜାନୁଆରୀ ୧୯୨୦ - ୩୦ ଜାନୁଆରୀ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜ୍ୟୋତିମଞ୍ଜରୀ ଦେବୀ ୧୯୨୦ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବ୍ରଜ ମୋହନ ଦେବ ଓ ପତିଙ୍କ ନାମ ଭାନୁଗଙ୍ଗ ତ୍ରିଭୂବନ ଦେବ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଜ୍ୟୋତିମଞ୍ଜରୀ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ଜ୍ୟୋତିମଞ୍ଜରୀ ଦେବୀ ୧୯୮୬ ମସିହାର ଜାନୁଆରୀ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Jyotimanjari Debi". odishaassembly.nic.in. Odisha Assembly. Retrieved 9 September 2020.