ଜ୍ୟୋତିର୍ମୟୀ ମହାନ୍ତି
Appearance
(Jyotirmayee Mohantyରୁ ଲେଉଟି ଆସିଛି)
ଜ୍ୟୋତିର୍ମୟୀ ମହାନ୍ତି | |
---|---|
ଜନ୍ମ | ଜ୍ୟୋତିର୍ମୟୀ ମହାନ୍ତି |
ଜାତୀୟତା | ଭାରତୀୟ |
ପ୍ରସିଦ୍ଧି | ସାହିତ୍ୟିକ |
ଉଲ୍ଲେଖନୀୟ କୃତି | "ବିଜ୍ଞାନ ମୁଣି କହେ କାହାଣୀ" |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନ[୧] |
ଜ୍ୟୋତିର୍ମୟୀ ମହାନ୍ତି ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ତାଙ୍କର ରଚନାଗୁଡ଼ିକ ମୁଖ୍ୟତଃ ଶିଶୁ ସାହିତ୍ୟଭିତ୍ତିକ । ତାଙ୍କ ରଚିତ ଓଡ଼ିଆ ଜନପ୍ରିୟ ବିଜ୍ଞାନ ସମ୍ବନ୍ଧିତ ଶିଶୁ ସାହିତ୍ୟ ପୁସ୍ତକ "ବିଜ୍ଞାନ ମୁଣି କହେ କାହାଣୀ" ପାଇଁ ଓଡ଼ିଶା ସରକାର ତାଙ୍କୁ ୧୯୯୯ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ କରିଥିଲେ ।[୧][୨]
ପୁରସ୍କାର ଓ ସମ୍ମାନ
[ସମ୍ପାଦନା]- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ଶିଶୁ ସାହିତ୍ୟ), ୧୯୯୯
- ରାମକୃଷ୍ଣ ନନ୍ଦ ଶିଶୁ ସାହିତ୍ୟ ସମ୍ମାନ, ୨୦୨୩ (ଉତ୍କଳ ସାହିତ୍ୟ ସମାଜ ପ୍ରଦତ୍ତ) [୩]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ Odisha Reference Annual - 2011: Odisha Sahitya Academy Awarded Books And Writers (PDF). Bhubaneswar: Information & Public Relations Department, Government of Odisha. 2011. Archived from the original (PDF) on 8 July 2019. Retrieved 17 August 2021.
- ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". Odisha Sahitya Akademi. ଓଡ଼ିଶା ସାହିତ୍ୟ ଏକାଡେମୀ. 30 April 2021. Archived from the original on 30 April 2021. Retrieved 17 August 2021.
{{cite web}}
: CS1 maint: bot: original URL status unknown (link) - ↑ "ଜଷ୍ଟିସ ଦୀପକ ମିଶ୍ର ପାଇବେ 'ଉତ୍କଳ ରତ୍ନ' ସମ୍ମାନ". ସମ୍ବାଦ. Archived from the original on 17 July 2023. Retrieved 17 July 2023.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |