କାଳିଆ ଭରସା

ଉଇକିପିଡ଼ିଆ‌ରୁ
(Kalia Bharasaରୁ ଲେଉଟି ଆସିଛି)
କାଳିଆ ଭରସା
ନିର୍ଦ୍ଦେଶକସିଦ୍ଧାର୍ଥ
ପ୍ରଯୋଜକଦେବ‌ବ୍ରତ କର
କଳାକାରମିହିର ଦାସ
ବିଜୟ ମହାନ୍ତି
ସ୍ନିଗ୍ଧା ମହାନ୍ତି
ସଙ୍ଗୀତା ଦାଶ
ହର ପଟ୍ଟନାୟକ
ଜୟୀରାମ ସାମଲ
କାନ୍ତ ସିଂହ
ସଙ୍ଗୀତଅକ୍ଷୟ ମହାନ୍ତି
ମୁକ୍ତିଲାଭ ତାରିଖ
୧୯୯୦
ଦେଶ ଭାରତ
ଭାଷାଓଡ଼ିଆ

କାଳିଆ ଭରସା, ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦେବ‌ବ୍ରତ କର ଏବଂ ନିର୍ଦ୍ଦେଶନା ଦେଇଥିଲେ ସିଦ୍ଧାର୍ଥ । ସଙ୍ଗୀତ ନିର୍ଦ୍ଦେଶକ ଅକ୍ଷୟ ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ମିହିର ଦାସ, ବିଜୟ ମହାନ୍ତି, ସ୍ନିଗ୍ଧା ମହାନ୍ତି, ସଙ୍ଗୀତା ଦାସ, ହର ପଟ୍ଟନାୟକ, ଜୟୀରାମ ସାମଲ, କାନ୍ତ ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
  2. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]