କାଳିଆ ଦେହୁରୀ
କାଳିଆ ଦେହୁରୀ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ନିର୍ବାଚନ ମଣ୍ଡଳୀ | ଗଁଦିଆ |
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ମଦନ ଦେହୁରୀ, ବୈଷ୍ଣବ ଚରଣ ପଟ୍ଟନାୟକ |
ପର ଅଧିକାରୀ | ରତ୍ନପ୍ରଭା ଦେବୀ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୧ ନଭେମ୍ବର ୧୯୩୧ |
ମୃତ୍ୟୁ | ୮ ସେପ୍ଟେମ୍ବର ୨୦୧୧ | (ବୟସ ୭୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଅଖିଳ ଭାରତୀୟ ଗଣ ପରିଷଦ |
ଜୀବନ ସାଥୀ | ଜୟ ଲକ୍ଷ୍ମୀ |
ବାପା/ବୋଉ | ଅନନ୍ତ ଚରଣ ଦେହୁରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କାଳିଆ ଦେହୁରୀ (୨୧ ନଭେମ୍ବର ୧୯୩୧ - ୮ ସେପ୍ଟେମ୍ବର ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କାଳିଆ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ଓ ଗଁଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କାଳିଆ ୧୯୪୮ ମସିହାର ଫେବୃଆରୀ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ତ ଚରଣ ଦେହୁରୀ ଓ ପତ୍ନୀଙ୍କ ନାମ ଜୟ ଲକ୍ଷ୍ମୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କାଳିଆ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]କାଳିଆ ୨୦୧୧ ମସିହାର ସେପ୍ଟେମ୍ବର ମାସ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Kalia Dehuri". odishaassembly.nic.in. Odisha Assembly. Retrieved 6 August 2020.