କରୁଣାକର ଭୋଇ

ଉଇକିପିଡ଼ିଆ‌ରୁ
(Karunakar Bhoiରୁ ଲେଉଟି ଆସିଛି)
କରୁଣାକର ଭୋଇ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଜନାର୍ଦନ ମାଝି, ଯୋଗେଶ ଚନ୍ଦ୍ର ସିଂହ ଦେଓ
ପର ଅଧିକାରୀଅଞ୍ଚଳ ମାଝି
ନିର୍ବାଚନ ମଣ୍ଡଳୀଭବାନୀପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1910-01-01)୧ ଜାନୁଆରୀ ୧୯୧୦
ମୃତ୍ୟୁ୯ ଫେବୃଆରୀ ୧୯୭୩(1973-02-09) (ବୟସ ୬୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀସୁଲୋଚନା ଭୋଇ
ବୃତ୍ତିରାଜନୀତିଜ୍ଞ

କରୁଣାକର ଭୋଇ (୧ ଜାନୁଆରୀ ୧୯୧୦ - ୯ ଫେବୃଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କରୁଣାକର ଭୋଇ ୧୯୧୦ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସୁଲୋଚନା ଭୋଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କରୁଣାକର ଭୋଇ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

କରୁଣାକର ୧୯୭୩ ମସିହାର ଫେବୃଆରୀ ୯ ତାରିଖରେ ୬୩ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Karunakar Bhoi". odishaassembly.nic.in. Odisha Assembly. Retrieved 14 May 2021.