କ୍ଷୀରୋଦ ପ୍ରସାଦ ସ୍ୱାଇଁ

ଉଇକିପିଡ଼ିଆ‌ରୁ
(Khirod Prasad Swainରୁ ଲେଉଟି ଆସିଛି)
କ୍ଷୀରୋଦ ପ୍ରସାଦ ସ୍ୱାଇଁ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀମୂରଲୀଧର କୁଆଁର
ପର ଅଧିକାରୀନିରଞ୍ଜନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-08-25) ୨୫ ଅଗଷ୍ଟ ୧୯୫୨ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

କ୍ଷୀରୋଦ ପ୍ରସାଦ ସ୍ୱାଇଁ (ଜନ୍ମ: ୨୫ ଅଗଷ୍ଟ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । କ୍ଷୀରୋଦ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

କ୍ଷୀରୋଦ ପ୍ରସାଦ ସ୍ୱାଇଁ ୧୯୫୨ ମସିହାର ଅଗଷ୍ଟ ମାସ ୨୫ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କ୍ଷୀରୋଦ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କ୍ଷୀରୋଦ ପ୍ରସାଦ ସ୍ୱାଇଁ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୦,୮୩୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କୁ ୧୩୧୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Khirod Prasad Swain". odishaassembly.nic.in. Odisha Assembly. Retrieved 9 August 2019.
  2. ୨.୦ ୨.୧ "Orissa 1977". Election Commission of India (in Indian English). Retrieved 2019-06-27.