କିଶୋର ଚନ୍ଦ୍ର ନାଏକ

ଉଇକିପିଡ଼ିଆ‌ରୁ
(Kishore Chandra Naikରୁ ଲେଉଟି ଆସିଛି)
କିଶୋର ଚନ୍ଦ୍ର ନାଏକ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀରବିନାରାୟଣ ନାଏକ
ନିର୍ବାଚନ ମଣ୍ଡଳୀକୁଚିଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-05-24) ୨୪ ମଇ ୧୯୭୩ (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀପୁଷ୍ପଲତା ନାଏକ
ବାପା/ବୋଉରଘୁନାଥ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

କିଶୋର ଚନ୍ଦ୍ର ନାଏକ (ଜନ୍ମ: ୨୪ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

କିଶୋର ୧୯୭୩ ମସିହାର ମଇ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ନାଏକ ଓ ପତ୍ନୀଙ୍କ ନାମ ପୁଷ୍ପଲତା ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କିଶୋର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।

ଆଧାର[ସମ୍ପାଦନା]

  1. "Shri Kishore Chandra Naik". odishaassembly.nic.in. Odisha Assembly. Retrieved 18 August 2020.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Kishore Chandra Naik-ସମ୍ପର୍କିତ ମିଡ଼ିଆ