ଲକ୍ଷ୍ମୀ ପୂଜା

ଉଇକିପିଡ଼ିଆ ରୁ
(Lakshmi Puja ରୁ ଲେଉଟି ଆସିଛି)
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ଲକ୍ଷ୍ମୀ ପୂଜା
Ravi Varma-Lakshmi.jpg
ଦେବୀ ଲକ୍ଷ୍ମୀ
ପାଳନକାରୀ ହିନ୍ଦୁ ଧର୍ମାବଲମ୍ବୀ
ପ୍ରକାର ଭାରତୀୟ ହିନ୍ଦୁ
ଆରମ୍ଭ ଆଶ୍ଵିନ ପୂର୍ଣ୍ଣିମା
୨୦୧୭ ତାରିଖ date missing (please add)
ସମ୍ପର୍କିତ ଲକ୍ଷ୍ମୀ, କୁମାର ପୂର୍ଣ୍ଣିମା

ମହାଲକ୍ଷ୍ମୀଙ୍କର ପାର୍ବଣ । ପାଖାପାଖି ସପ୍ତହେ ବ୍ୟାପି ମହାଲକ୍ଷ୍ମୀଙ୍କର ଏଇ ପୂଜା ଢେଙ୍କାନାଳ, ଚୌଦ୍ଵାର ଓ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍​ଧାମ୍​ରେ ପାଳନ କରାଯାଏ।

ଢେଙ୍କାନାଳର ଲକ୍ଷ୍ମୀ ପୂଜା[ସମ୍ପାଦନା]

ଢେଙ୍କାନାଳରେ ମହାଲକ୍ଷ୍ମୀ ପୂଜାର ପ୍ରସିଦ୍ଧି ପଛରେ ଐତିହାସିକ କାରଣ ରହିଛି । ଢେଙ୍କାନାଳ ଇତିହାସ ବର୍ଣ୍ଣନା କାରାଯାଇଛି ଯେ ଏଠାକାର ରାଜବଂଶ କୃଷ୍ଣ ବାସୁଦେବଙ୍କର ଉପାସକ ଭାବେ ବୈଷ୍ଣବ ମଠ ପ୍ରତିଷ୍ଠା କରିଥିଲେ । କୁଞ୍ଜକାନ୍ତର କୃଷ୍ଣମନ୍ଦିର ଏହି ରାଜବଂଶ ଆରାଧ୍ୟ ଦେବତା, ବଳରାମ ମନ୍ଦିର, ଜଗନ୍ନାଥ ମନ୍ଦିର, ବୃନ୍ଦାବନ ମଦିର, ବୃନ୍ଦାବନଚନ୍ଦ୍ର ମନ୍ଦିର, କପିଳାସର ନାରାୟଣ ମଦିର, ନୃସିଂହ ଓ ଲକ୍ଷ୍ମୀମୁର୍ତ୍ତୀ ପ୍ରତିଷ୍ଠା, ଚୈତନ୍ୟଙ୍କ ପାଦଚିହ୍ନ ପ୍ରତିଷ୍ଠା ଇତ୍ୟାଦି ବହୁବିଧ ପଦକ୍ଷେପ ଯୋଗୁଁ ବିଷ୍ଣୁ ପୂଜାର ପରମ୍ପରା ପ୍ରଜାଙ୍କଦ୍ଵାରା ଆଦୃତ ହୋଇପାରିଥିବାରୁ ବିଷ୍ଣୁଙ୍କର ପତ୍ନୀ ଭାବରେ ଲକ୍ଷ୍ମୀ ପୂଜାର ପରମ୍ପରା ଏଠାରେ ଗଢିଉଠିଥିଲା ।

ଆଧାର[ସମ୍ପାଦନା]

ଅଧିକ ତଥ୍ୟ[ସମ୍ପାଦନା]