ମଦନ ଦେହୁରୀ

ଉଇକିପିଡ଼ିଆ‌ରୁ
(Madan Dehuriରୁ ଲେଉଟି ଆସିଛି)
ମଦନ ଦେହୁରୀ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୮ ଡିସେମ୍ବର ୧୯୭୧(୧୯୭୧-୧୨-୨୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀଜୀରା ଦେହୁରୀ
ବାପା/ବୋଉଭରତ ଦେହୁରୀ (ବାପା)
ବୃତ୍ତିରାଜନୀତିଜ୍ଞ

ମଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ମଦନଙ୍କ ବାପାଙ୍କ ନାମ ଭାରତ ଦେହୁରୀ ଓ ପତ୍ନୀଙ୍କ ନାମ ଜୀରା ଦେହୁରୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମଦନ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ମଦନ ୧୯୭୧ ମସିହାର ଡିସେମ୍ବର ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Madan Dehuri". odishaassembly.nic.in. Odisha Assembly. Retrieved 7 August 2020.