ମଙ୍ଗଳ ସିଂ ମୁଦି

ଉଇକିପିଡ଼ିଆ‌ରୁ
(Mangal Singh Mudiରୁ ଲେଉଟି ଆସିଛି)
ମଙ୍ଗଳ ସିଂ ମୁଦି
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଶମ୍ଭୁନାଥ ନାୟକ
ପର ଅଧିକାରୀଶମ୍ଭୁନାଥ ନାୟକ
ନିର୍ବାଚନ ମଣ୍ଡଳୀଜଶୀପୁର
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀକମଳାକାନ୍ତ ନାୟକ
ପର ଅଧିକାରୀଗଣେଶ ରାମ ସିଂ ଖୁଣ୍ଟିଆ
ନିର୍ବାଚନ ମଣ୍ଡଳୀଜଶୀପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-01-11) ୧୧ ଜାନୁଆରୀ ୧୯୪୯ (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀବଦାନୀ ମୁଦି
ବାପା/ବୋଉକଳାକାର ମୁଦି (ବାପା)
ବୃତ୍ତିରାଜନୀତିଜ୍ଞ

ମଙ୍ଗଳ ସିଂ ମୁଦି (ଜନ୍ମ: ୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ମଙ୍ଗଳ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୯୦ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମଙ୍ଗଳ ସିଂ ମୁଦି ୧୯୪୯ ମସିହାର ନଭେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କଳାକାର ମୁଦି ଏବଂ ପତ୍ନୀଙ୍କ ନାମ ବଦାନୀ ମୁଦି ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମଙ୍ଗଳ ସିଂ ମୁଦି ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Mangal Singh Mudi". odishaassembly.nic.in. Odisha Assembly. Retrieved 15 October 2019.