ମହମ୍ମଦ ମୋକିମ୍
ଦେଖଣା
(Mohammed Moquimରୁ ଲେଉଟି ଆସିଛି)
ମହମ୍ମଦ ମୋକିମ୍ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଦେବାଶିଷ ସାମନ୍ତରାୟ |
ନିର୍ବାଚନ ମଣ୍ଡଳୀ | ବାରବାଟି-କଟକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜୁଲାଇ ୧୯୬୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଫିର୍ଦୌସିଆ ବନୋ |
ବାପା/ବୋଉ | ମହମ୍ମଦ ନୟୀମ୍ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମହମ୍ମଦ ମୋକିମ୍ (ଜନ୍ମ: ୩ ଜୁଲାଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ମୋକିମ୍ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରବାଟି-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମହମ୍ମଦ ମୋକିମ୍ ୧୯୬୫ ମସିହାର ଜୁଲାଇ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମହମ୍ମଦ ନୟୀମ୍ ଏବଂ ପତ୍ନୀଙ୍କ ନାମ ଫିର୍ଦୌସିଆ ବନୋ ।[୧] ମୋକିମ୍ଙ୍କର ଶିକ୍ଷାଗତ ଯୋଗ୍ୟତା ଇଞ୍ଜିନିୟରିଂରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମହମ୍ମଦ ମୋକିମ୍ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Mohammed Moquim". odishaassembly.nic.in. Odisha Assembly. Retrieved 13 March 2020.