ନଳିନୀ ଚନ୍ଦ୍ର ଭଞ୍ଜ ଦେଓ
ଦେଖଣା
(Nalini Chandra Bhanj Deoରୁ ଲେଉଟି ଆସିଛି)
ଲାଲ ସାହେବ ନଳିନୀ ଚନ୍ଦ୍ର ଭଞ୍ଜ ଦେଓ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପର ଅଧିକାରୀ | ପ୍ରଭାକର ବେହେରା |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୪ ନଭେମ୍ବର ୧୯୭୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣ ପରିଷଦ |
ଜୀବନ ସାଥୀ | ଅକ୍ଷୟ କୁମାରୀ ଦେବୀ |
ବାପା/ବୋଉ | ଗିରିଶ ଚନ୍ଦ୍ର ଭଞ୍ଜଦେଓ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନଳିନୀ ଚନ୍ଦ୍ର ଭଞ୍ଜ ଦେଓ (ମୃତ୍ୟୁ: ୧୪ ନଭେମ୍ବର ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ନଳିନୀଙ୍କ ବାପାଙ୍କ ନାମ ଗିରିଶ ଚନ୍ଦ୍ର ଭଞ୍ଜଦେଓ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଅକ୍ଷୟ କୁମାରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Nalini Chandra Bhanj Deo". odishaassembly.nic.in. Odisha Assembly. Retrieved 3 September 2019.