ନୀଳମଣି ସିଂହ ଦଣ୍ଡପାଟ
ଦେଖଣା
(Nilamani Singh Dandapatରୁ ଲେଉଟି ଆସିଛି)
ନୀଳମଣି ସିଂହ ଦଣ୍ଡପାଟ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଅର୍ଜୁନ ନାଏକ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୯୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ବୃତ୍ତି | ରାଜନୀତିଜ୍ଞ |
ନୀଳମଣି ସିଂହ ଦଣ୍ଡପାଟ (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନୀଳମଣି ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସେ ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Nilamani Singh Dandapat". odishaassembly.nic.in. Odisha Assembly. Retrieved 30 November 2020.