ନିରଞ୍ଜନ ଜେନା

ଉଇକିପିଡ଼ିଆ‌ରୁ
(Niranjan Jenaରୁ ଲେଉଟି ଆସିଛି)
ନିରଞ୍ଜନ ଜେନା
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀଜଗନ୍ନାଥ ମଲ୍ଲିକ
ପର ଅଧିକାରୀଜଗନ୍ନାଥ ମଲ୍ଲିକ
ନିର୍ବାଚନ ମଣ୍ଡଳୀଯାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1948-07-24)ଜୁଲାଇ ୨୪, ୧୯୪୮
ମୃତ୍ୟୁ୩ ମାର୍ଚ୍ଚ ୨୦୧୧(2011-03-03) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକୁସୁମ ଜେନା
ବାପା/ବୋଉନେତ୍ର ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ନିରଞ୍ଜନ ଜେନା (୨୪ ଜୁଲାଇ ୧୯୪୮ - ୩ ମାର୍ଚ୍ଚ ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନିରଞ୍ଜନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନିରଞ୍ଜନ ଜେନା ୧୯୪୮ ମସିହାର ଜୁଲାଇ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ନେତ୍ର ଜେନା ଏବଂ ପତ୍ନୀଙ୍କ ନାମ କୁସୁମ ଜେନା ।[୧] ନିରଞ୍ଜନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନିରଞ୍ଜନ ଜେନା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ନିରଞ୍ଜନ ଜେନା ୨୦୧୧ ମସିହାର ମାର୍ଚ୍ଚ ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Niranjan Jena". odishaassembly.nic.in. Odisha Assembly. Retrieved 14 November 2019.