ନିରଞ୍ଜନ ପୂଜାରୀ

ଉଇକିପିଡ଼ିଆ‌ରୁ
(Niranjan Pujariରୁ ଲେଉଟି ଆସିଛି)
ନିରଞ୍ଜନ ପୂଜାରୀ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀବିନୋଦ ପାତ୍ର
ନିର୍ବାଚନ ମଣ୍ଡଳୀସୋନପୁର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ନିର୍ବାଚନ ମଣ୍ଡଳୀବିନିକା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1961-01-31) ୩୧ ଜାନୁଆରୀ ୧୯୬୧ (ବୟସ ୬୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀବୀଣାପାଣି ପୂଜାରୀ
ବାପା/ବୋଉରାଧାଶ୍ୟାମ ପୂଜାରୀ (ବାପା)
ବୃତ୍ତିରାଜନୀତିଜ୍ଞ

ନିରଞ୍ଜନ ପୂଜାରୀ (ଜନ୍ମ: ୩୧ ଜାନୁଆରୀ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିନିକାସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନିରଞ୍ଜନ ପୂଜାରୀ ୧୯୬୧ ମସିହାର ଜାନୁଆରୀ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାଶ୍ୟାମ ପୂଜାରୀ ଏବଂ ପତ୍ନୀଙ୍କ ନାମ ବୀଣାପାଣି ପୂଜାରୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନିରଞ୍ଜନ ପୂଜାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବିନିକା ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବିନିକା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ସୋନପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ସୋନପୁର ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ସୋନପୁର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Niranjan Pujari". odishaassembly.nic.in. Odisha Assembly. Retrieved 27 August 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Niranjan Pujari-ସମ୍ପର୍କିତ ମିଡ଼ିଆ