ନିରଞ୍ଜନ ପୂଜାରୀ
ଦେଖଣା
(Niranjan Pujariରୁ ଲେଉଟି ଆସିଛି)
ନିରଞ୍ଜନ ପୂଜାରୀ | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ବିନୋଦ ପାତ୍ର |
ନିର୍ବାଚନ ମଣ୍ଡଳୀ | ସୋନପୁର |
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ବିନିକା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୧ ଜାନୁଆରୀ ୧୯୬୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ବୀଣାପାଣି ପୂଜାରୀ |
ବାପା/ବୋଉ | ରାଧାଶ୍ୟାମ ପୂଜାରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନିରଞ୍ଜନ ପୂଜାରୀ (ଜନ୍ମ: ୩୧ ଜାନୁଆରୀ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିନିକା ଓ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନିରଞ୍ଜନ ପୂଜାରୀ ୧୯୬୧ ମସିହାର ଜାନୁଆରୀ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାଶ୍ୟାମ ପୂଜାରୀ ଏବଂ ପତ୍ନୀଙ୍କ ନାମ ବୀଣାପାଣି ପୂଜାରୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନିରଞ୍ଜନ ପୂଜାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ବିନିକା | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ବିନିକା | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ସୋନପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ସୋନପୁର | ବିଜୁ ଜନତା ଦଳ |
୨୦୧୯ | ଏବେଯାଏଁ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ସୋନପୁର | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Niranjan Pujari". odishaassembly.nic.in. Odisha Assembly. Retrieved 27 August 2021.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Niranjan Pujari-ସମ୍ପର୍କିତ ମିଡ଼ିଆ