ଓଁକାର ସିଂହ ମାଝି
ଦେଖଣା
(Onkar Singh Majhiରୁ ଲେଉଟି ଆସିଛି)
ଓଁକାର ସିଂହ ମାଝି | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ଘାସିରାମ ମାଝି |
ପର ଅଧିକାରୀ | ଘାସିରାମ ମାଝି |
ନିର୍ବାଚନ ମଣ୍ଡଳୀ | ନୂଆପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୪ ଡିସେମ୍ବର ୧୯୩୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ହରମଣି ଜୋଶୀ |
ବାପା/ବୋଉ | ହାଫରେ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଓଁକାର ସିଂହ ମାଝି (ଜନ୍ମ: ୨୪ ଡିସେମ୍ବର ୧୯୩୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଓଁକାର ସିଂହ ମାଝି ୧୯୩୬ ମସିହାର ଡିସେମ୍ବର ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାଫରେ ସିଂହ ଓ ପତ୍ନୀଙ୍କ ନାମ ହରମଣି ଜୋଶୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଓଁକାର ସିଂହ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Onkar Singh Majhi". odishaassembly.nic.in. Odisha Assembly. Retrieved 25 June 2021.