ପବିତ୍ର ମୋହନ ଜେନା

ଉଇକିପିଡ଼ିଆ‌ରୁ
(Pabitra Mohan Jenaରୁ ଲେଉଟି ଆସିଛି)
ପବିତ୍ର ମୋହନ ଜେନା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀବାଙ୍କ ବିହାରୀ ଦାସ
ପର ଅଧିକାରୀପବିତ୍ର ମୋହନ ଜେନା
ନିର୍ବାଚନ ମଣ୍ଡଳୀବିଞ୍ଝାରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ୧୯୪୨
ମୃତ୍ୟୁମଇ ୩୦, ୧୯୮୮(୧୯୮୮-୦୫-୩୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ (ଆର୍)
ଜୀବନ ସାଥୀଇନ୍ଦୁମତି ଜେନା
ବାପା/ବୋଉବେଣୁ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ପବିତ୍ର ମୋହନ ଜେନା (ଜନ୍ମ: ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପବିତ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପବିତ୍ର ମୋହନ ଜେନା ୧୯୪୨ ମସିହାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବେଣୁ ଜେନା ଏବଂ ପତ୍ନୀଙ୍କ ନାମ ଇନ୍ଦୁମତି ଜେନା ।[୧] ପବିତ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପବିତ୍ର ମୋହନ ଜେନା ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Pabitra Mohan Jena". odishaassembly.nic.in. Odisha Assembly. Retrieved 21 December 2019.