ପଦ୍ମ ଚରଣ ନାଏକ

ଉଇକିପିଡ଼ିଆ‌ରୁ
(Padma Charan Naikରୁ ଲେଉଟି ଆସିଛି)
ପଦ୍ମ ଚରଣ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଅନନ୍ତ ଚରଣ ତ୍ରିପାଠୀ
ପର ଅଧିକାରୀଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ
ନିର୍ବାଚନ ମଣ୍ଡଳୀରାଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1926-02-11)ଫେବୃଆରୀ ୧୧, ୧୯୨୬
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସମାଜବାଦୀ ପାର୍ଟି
ଜୀବନ ସାଥୀମାଳତୀ ନାଏକ
ବାପା/ବୋଉଯୋଗେନ୍ଦ୍ର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ପଦ୍ମ ଚରଣ ନାଏକ (ଜନ୍ମ: ୧୧ ଫେବୃଆରୀ ୧୯୨୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ପ୍ରଜା ସମାଜବାଦୀ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ୍ମ ଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପଦ୍ମ ଚରଣ ନାଏକ ୧୯୨୬ ମସିହାର ଫେବୃଆରୀ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଯୋଗେନ୍ଦ୍ର ନାଏକ ଏବଂ ପତ୍ନୀଙ୍କ ନାମ ମାଳତୀ ନାଏକ ।[୧] ପଦ୍ମ ଚରଣଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପଦ୍ମ ଚରଣ ନାଏକ ପ୍ରଜା ସମାଜବାଦୀ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Padma Charan Naik". odishaassembly.nic.in. Odisha Assembly. Retrieved 6 April 2020.