ପାଣୁ ଚନ୍ଦ୍ର ନାଏକ

ଉଇକିପିଡ଼ିଆ‌ରୁ
(Panu Chandra Naikରୁ ଲେଉଟି ଆସିଛି)
ପାଣୁ ଚନ୍ଦ୍ର ନାଏକ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀବୃନ୍ଦାବନ ମାଝି
ପର ଅଧିକାରୀରବିନାରାୟଣ ନାଏକ
ନିର୍ବାଚନ ମଣ୍ଡଳୀକୁଚିଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1949-07-23)୨୩ ଜୁଲାଇ ୧୯୪୯
ମୃତ୍ୟୁ୩୦ ଡିସେମ୍ବର ୨୦୧୩(2013-12-30) (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପିତୁଳି ଭୋଇ
ବାପା/ବୋଉମୁନା ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ପାଣୁ ଚନ୍ଦ୍ର ନାଏକ (୨୩ ଜୁଲାଇ ୧୯୪୯ - ୩୦ ଡିସେମ୍ବର ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପାଣୁ ଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ପାଣୁ ଚନ୍ଦ୍ର ୧୯୪୯ ମସିହାର ଜୁଲାଇ ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୁନା ନାଏକ ଓ ପତ୍ନୀଙ୍କ ନାମ ପିତୁଳି ଭୋଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପାଣୁ ଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ପାଣୁ ଚନ୍ଦ୍ର ନାଏକ ୨୦୧୩ ମସିହାର ଡିସେମ୍ବର ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Panu Chandra Naik". odishaassembly.nic.in. Odisha Assembly. Retrieved 21 August 2020.