ପ୍ରଭାତ କୁମାର ସାମନ୍ତରାୟ

ଉଇକିପିଡ଼ିଆ‌ରୁ
(Prabhat Kumar Samantarayରୁ ଲେଉଟି ଆସିଛି)
ପ୍ରଭାତ କୁମାର ସାମନ୍ତରାୟ
ସାଂସଦ: ୧୨ଶ, ୧୩ଶ ଲୋକ ସଭା
କାର୍ଯ୍ୟକାଳ
୧୯୯୮ – ୨୦୦୪
ପୂର୍ବ ଅଧିକାରୀଶ୍ରୀକାନ୍ତ କୁମାର ଜେନା
ପର ଅଧିକାରୀଅର୍ଚ୍ଚନା ନାୟକ
ନିର୍ବାଚନ ମଣ୍ଡଳୀକେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1950-04-22)ଅପ୍ରେଲ ୨୨, ୧୯୫୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀପ୍ରତିଭା ମଞ୍ଜରୀ ମହାନ୍ତି
ବାପା/ବୋଉସୂର୍ଯ୍ୟମଣି ସାମନ୍ତରାୟ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଭାତ କୁମାର ସାମନ୍ତରାୟ (ଜନ୍ମ: ୨୨ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରଭାତ ଓଡ଼ିଶା ବିଧାନ ସଭାରେ ଜଣେ ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୮ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି ।[୧] ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଭାତ କୁମାର ସାମନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Prabhat Kumar Samantaray". odishaassembly.nic.in. Odisha Assembly. Retrieved 22 December 2019.