ପ୍ରଦୀପ୍ତ କିଶୋର ଦାସ

ଉଇକିପିଡ଼ିଆ‌ରୁ
(Pradipta Kishore Dasରୁ ଲେଉଟି ଆସିଛି)
ପ୍ରଦୀପ୍ତ କିଶୋର ଦାସ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀମହମ୍ମଦ ଅତାହାର
ପର ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀମାହାଙ୍ଗା
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକପୂର୍ଣ୍ଣାନନ୍ଦ ସାମଲ
ପର ଅଧିକାରୀବାଇଧର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଶେଖ ମତଲୁବ ଅଲ୍ଲୀ
ପର ଅଧିକାରୀଶେଖ ମତଲୁବ ଅଲ୍ଲୀ
ନିର୍ବାଚନ ମଣ୍ଡଳୀମାହାଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-11-01)୧ ନଭେମ୍ବର ୧୯୨୦
ମୃତ୍ୟୁ୭ ଅପ୍ରେଲ ୨୦୦୭(2007-04-07) (ବୟସ ୮୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସୋସିଆଲିଷ୍ଟ ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀସ୍ନେହଲତା ଦାସ
ବାପା/ବୋଉକାର୍ତ୍ତିକେଶ୍ୱର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଦୀପ୍ତ କିଶୋର ଦାସ (୧ ନଭେମ୍ବର ୧୯୨୦ - ୭ ଅପ୍ରେଲ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ପ୍ରଦୀପ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଏବଂ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଦୀପ୍ତ କିଶୋର ଦାସ ୧୯୨୦ ମସିହାର ନଭେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକେଶ୍ୱର ଦାସ ଏବଂ ପତ୍ନୀଙ୍କ ନାମ ସ୍ନେହଲତା ଦାସ ।[୧] ପ୍ରଦୀପ୍ତଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଦୀପ୍ତ କିଶୋର ଦାସ ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ତିନିଥର ବିଧାୟକ ଭାବରେ ଏବଂ ୧୯୭୭ ମସିହାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ପ୍ରଦୀପ୍ତ କିଶୋର ଦାସ ୨୦୦୭ ମସିହାର ଅପ୍ରେଲ ମାସ ୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Pradipta Kishore Das". odishaassembly.nic.in. Odisha Assembly. Retrieved 2 January 2020. {{cite web}}: Cite has empty unknown parameter: |dead-url= (help)