ପ୍ରଫୁଲ୍ଲ କୁମାର ମଲ୍ଲିକ

ଉଇକିପିଡ଼ିଆ‌ରୁ
(Prafulla Kumar Mallikରୁ ଲେଉଟି ଆସିଛି)
ପ୍ରଫୁଲ୍ଲ କୁମାର ମଲ୍ଲିକ
ବିଧାୟକ: ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ଏବେଯାଏଁ
ପୂର୍ବ ଅଧିକାରୀବ୍ରହ୍ମାନନ୍ଦ ବିଶ୍ୱାଳ
ନିର୍ବାଚନ ମଣ୍ଡଳୀକାମାକ୍ଷାନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1947-03-08) ୮ ମାର୍ଚ୍ଚ ୧୯୪୭ (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀମୋତିଲତା ମଲ୍ଲିକ
ବାପା/ବୋଉହୃଷିକେଶ ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଫୁଲ୍ଲ କୁମାର ମଲ୍ଲିକ (ଜନ୍ମ: ୮ ମାର୍ଚ୍ଚ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବ୍ରହ୍ମାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧] ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବ୍ରହ୍ମାନନ୍ଦ ୧୯୪୭ ମସିହାର ମାର୍ଚ୍ଚ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହୃଷିକେଶ ମଲ୍ଲିକ ଓ ପତ୍ନୀଙ୍କ ନାମ ମୋତିଲତା ମଲ୍ଲିକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବାଣିଜ୍ୟରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ବ୍ରହ୍ମାନନ୍ଦ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Naveen's new favourite in ministry Prafulla Mallick". Indian Whispers. indiawhispers.com. 29 May 2019. Retrieved 31 July 2020.
  2. "Shri Prafulla Kumar Mallik". odishaassembly.nic.in. Odisha Assembly. Retrieved 31 July 2020.