ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ

ଉଇକିପିଡ଼ିଆ‌ରୁ
(Praveen Chandra Bhanj Deoରୁ ଲେଉଟି ଆସିଛି)
ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ
ବିଧାୟକ: ୧୪ଶ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପର ଅଧିକାରୀରାଜକିଶୋର ଦାସ
ନିର୍ବାଚନ ମଣ୍ଡଳୀମୋରଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-07-30) ୩୦ ଜୁଲାଇ ୧୯୫୯ (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ
ଜୀବନ ସାଥୀରଶ୍ମୀ ରାଜଲକ୍ଷ୍ମୀ ଭଞ୍ଜଦେଓ
ବାପା/ବୋଉପ୍ରଦୀପ ଚନ୍ଦ୍ର ଭଞ୍ଜଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ (ଜନ୍ମ: ୩୦ ଜୁଲାଇ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରବୀଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ୧୯୫୯ ମସିହାର ଜୁଲାଇ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓ ଏବଂ ପତ୍ନୀଙ୍କ ନାମ ରଶ୍ମୀ ରାଜଲକ୍ଷ୍ମୀ ଭଞ୍ଜଦେଓ । ପ୍ରବୀଣଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ୨ ଅପ୍ରେଲ ୨୦୧୯ରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Praveen Chandra Bhanj Deo". odishaassembly.nic.in. Odisha Assembly. Retrieved 30 October 2019.
  2. Singhdeo, Saswat (1 April 2019). "Elections 2019: Rift in BJD widens, exodus continues". OTV. Retrieved 6 July 2020.