ପୃଥ୍ୱୀରାଜ ହରିଚନ୍ଦନ
ଦେଖଣା
(Pruthwiraj Harichandanରୁ ଲେଉଟି ଆସିଛି)
ପୃଥ୍ୱୀରାଜ ହରିଚନ୍ଦନ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରଶାନ୍ତ କୁମାର ଜଗଦେବ |
ନିର୍ବାଚନ ମଣ୍ଡଳୀ | ଚିଲିକା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ବାପା/ବୋଉ | ବିଶ୍ୱଭୂଷଣ ହରିଚନ୍ଦନ (ବାପା) ସୁପ୍ରଭା ହରିଚନ୍ଦନ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ପୃଥ୍ୱୀରାଜ ହରିଚନ୍ଦନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
[ସମ୍ପାଦନା]ପୃଥ୍ୱୀରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୩,୨୬୪ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରଘୁନାଥ ସାହୁଙ୍କୁ ୪,୫୬୬ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାବରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.
- ↑ Mansingh, Sangita (2024-06-12). "ପୃଥ୍ୱୀରାଜ ହରିଚନ୍ଦନ - ଚିଲିକା ଆସନରୁ ଜିତିଲେ, ମନ୍ତ୍ରୀ ପଦ ପାଇଲେ". OdishaLIVE (in ଆମେରିକୀୟ ଇଂରାଜୀ). Retrieved 2024-06-17.