ରବି ମଲ୍ଲିକ
ଦେଖଣା
(Rabi Mallickରୁ ଲେଉଟି ଆସିଛି)
ରବି ମଲ୍ଲିକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ସୁରେନ୍ଦ୍ର ନାଥ ନାୟକ |
ପର ଅଧିକାରୀ | ସୁରେନ୍ଦ୍ର ସେଠୀ |
ନିର୍ବାଚନ ମଣ୍ଡଳୀ | କାକଟପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୧ ମଇ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ମାଳତୀ ଦେବୀ |
ବାପା/ବୋଉ | ଭବାନୀ ମଲ୍ଲିକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରବି ମଲ୍ଲିକ (ଜନ୍ମ: ୨୧ ମଇ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରବି ମଲ୍ଲିକ ୧୯୬୨ ମସିହାର ମଇ ମାସ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭବାନୀ ମଲ୍ଲିକ ଓ ପତ୍ନୀଙ୍କ ନାମ ମାଳତି ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରବି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Rabi Mallick". odishaassembly.nic.in. Odisha Assembly. Retrieved 12 March 2021.