ରାଧାମୋହନ ମିଶ୍ର
Appearance
(Radhamohan Mishraରୁ ଲେଉଟି ଆସିଛି)
ରାଧାମୋହନ ମିଶ୍ର | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | ବିନକା |
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | ତୁଷରା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୪ ଅପ୍ରେଲ ୧୯୨୮ |
ମୃତ୍ୟୁ | ୨ ଜୁନ ୨୦୦୦ | (ବୟସ ୭୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ସରୋଜିନୀ ମିଶ୍ର |
ବାପା/ବୋଉ | ନାରାୟଣ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଧାମୋହନ ମିଶ୍ର (୨୪ ଅପ୍ରେଲ ୧୯୨୮ - ୨ ଜୁନ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତୁଷରା ଓ ବିନକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାଧାମୋହନ ମିଶ୍ର ୧୯୨୮ ମସିହାର ଅପ୍ରେଲ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ମିଶ୍ର ଓ ପତ୍ନୀଙ୍କ ନାମ ସରୋଜିନୀ ମିଶ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଧାମୋହନ ମିଶ୍ର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ତୁଷରା | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ତୁଷରା | ସ୍ୱତନ୍ତ୍ର ପାର୍ଟି |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ବିନକା | ସ୍ୱତନ୍ତ୍ର ପାର୍ଟି |
ମୃତ୍ୟୁ
[ସମ୍ପାଦନା]ରାଧାମୋହନ ମିଶ୍ର ୨୦୦୦ ମସିହାର ଜୁନ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Radhamohan Mishra". odishaassembly.nic.in. Odisha Assembly. Retrieved 22 September 2022.