ରଘୁନାଥ ମହାପାତ୍ର (ରାଜନେତା)
ଦେଖଣା
(Raghunath Mahapatraରୁ ଲେଉଟି ଆସିଛି)
ରଘୁନାଥ ମହାପାତ୍ର | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ଅନଙ୍ଗ ମଞ୍ଜରୀ ଦେବୀ, ମୋହନ ନାଏକ |
ନିର୍ବାଚନ ମଣ୍ଡଳୀ | ଦିଗପହଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ମଇ ୧୯୨୦ |
ମୃତ୍ୟୁ | ୨୧ ଜାନୁଆରୀ ୨୦୧୦ | (ବୟସ ୮୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ନଳିନୀକୁମାରୀ ଦେବୀ |
ବାପା/ବୋଉ | ନାରାୟଣ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଘୁନାଥ ମହାପାତ୍ର (୨୩ ମଇ ୧୯୨୦ - ୨୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ରଘୁନାଥ ୧୯୨୦ ମସିହାର ମଇ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ମହାପାତ୍ର ଓ ପତ୍ନୀଙ୍କ ନାମ ନଳିନୀକୁମାରୀ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରଘୁନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରଘୁନାଥ ୨୦୧୦ ମସିହାର ଜାନୁଆରୀ ୨୧ ତାରିଖରେ ୮୯ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Raghunath Mahapatra". odishaassembly.nic.in. Odisha Assembly. Retrieved 29 December 2020.